Tag Archives: India

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଭାରତ ପ୍ରସ୍ତୁତ କରିବ ଆଉଟ ଅଫ ସିଲାବସ ଷ୍ଟ୍ରାଟେଜି, ଖୁଲାସା କଲେ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୩୧।୧: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ “ଆମେରିକୀୟ ରାଷ୍ଟ୍ରବାଦୀ” ଭାବରେ ବର୍ଣ୍ଣନା କରି କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସହିତ ମୁକାବିଲା କରିବା ପାଇଁ ଭାରତକୁ “ପାଠ୍ୟକ୍ରମ ବାହାରେ(ଆଉଟ ଅଫ ସିଲାବସ)” ବୈଦେଶିକ ନୀତି…

ନିଜସ୍ବ ଏଆଇ ମଡେଲ ପ୍ରସ୍ତୁତ କରିବ ଭାରତ

ନୂଆଦିଲ୍ଲୀ,୩୦।୧: କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ବିଶ୍ୱସ୍ତରରେ ପ୍ରତିଯୋଗିତା ଜୋର୍‌ଦାର ହୋଇଥିବାବେଳେ ଭାରତ ନିଜସ୍ବ ମୌଳିକ ମଡେଲ୍‌ ପ୍ରସ୍ତୁତ କରିବା ନେଇ ଆଗ୍ରହ ପ୍ରକାଶ କରିଛି। ଷ୍ଟାର୍ଟଅପ୍‌ ଏବଂ ଗବେଷକମାନେ ଏଥିପାଇଁ ୧୮, ୬୯୩ ଗ୍ରାଫିକ୍‌ ପ୍ରୋସେସିଂ ୟୁନିଟ୍‌ (ଜିପିୟୁ)ର ସ୍ବଳ୍ପ ବ୍ୟୟସାପେକ୍ଷ…

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ନୂଆଦିଲ୍ଲୀ,୨୭ା୧: ଚାଇନା ଭାରତ ସହିତ ଏହାର ସମ୍ପର୍କ ସୁଧାରିବାକୁ ଏବଂ ଶାନ୍ତି ପ୍ରତିଷ୍ଠା କରିବାକୁ ଆଉ ଗୋଟିଏ ପାଦ ବଢେଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ କୈଳାଶ ମାନସରୋବର ଯାତ୍ରା ପୁନର୍ବାର ଆରମ୍ଭ ହେବ। ଦୁଇ ଦେଶ ମଧ୍ୟରେ ସିଧାସଳଖ ବିମାନ…

ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ ଭାରତୀୟ ସଂସ୍କୃତି ପ୍ରତି ତାଙ୍କର ପ୍ରେମ ଏବଂ ସମ୍ମାନ ଜଣାଇଛନ୍ତି। ଏବେ ଦେଶ ଛାଡିବା…

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ ମୂଳ ପଛ କରିଛି। କିନ୍ତୁ ଏହି ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଯାହା ପୁରୁଷ…

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି। ରିପୋର୍ଟ ଅନୁଯାୟୀ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି, କିନ୍ତୁ ଏନେଇ କୌଣସି…

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହି ସମୟରେ ପଡୋଶୀ ଦେଶରେ ଗତ ତିନି…

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼ ବିରୋଧ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ବେଜିଂ ନିକଟରେ ପ୍ରତିବାଦ ଜଣାଇଥିବା ବହିର୍ବ୍ୟାପାର…

ମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀ

ମେଲବୋର୍ନ, ୨୯।୧୨: ଅସମାପ୍ତ ଦଶମ ଉଇକେଟ ଯୋଡ଼ିରେ ନାଥାନ ଲିୟନ ଓ ସ୍କଟ ବୋଲାଣ୍ଡଙ୍କ ଅର୍ଦ୍ଧଶତକୀୟ ଭାଗୀଦାରି ବଳରେ ଅଷ୍ଟ୍ରେଲିଆ ମେଲବୋର୍ନ କ୍ରିକେଟ ଟେଷ୍ଟରେ ଭାରତ ବିପକ୍ଷରେ ଓଭରଅଲ୍‌ ୩୩୩ ରନରେ ଅଗ୍ରଣୀ ହାସଲ କରିଛି। ରବିବାର ୪ର୍ଥ ଦିବସ ଖେଳ…

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ କରିଛି। ଏହିସହିତ ବହୁ ପ୍ରତିକ୍ଷିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ କେଉଁଦିନ ମ୍ୟାଚ୍ ଖେଳାଯିବ…

ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସୁକାନ୍ତ ମଜୁମଦାର ଏହି ସୂଚନା ଦେଇଛନ୍ତି। ସୁକାନ୍ତ ୨୧ ନକଲି ବିଶ୍ୱ ବିଦ୍ୟାଳୟ…

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଭାରତକୁ ଟାର୍ଗେଟ କରିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri