Tag Archives: India

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମଥର ପାଇଁ ଗୋଟିଏ ଇନିଂସରେ କୌଣସି ଦେଶର ଦୁଇ ଜଣ ବ୍ୟାଟର…

ଭାରତୀୟ ବ୍ୟାଟରଙ୍କ ଧୂଆଁଧାର ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୨୧୯ ରନ୍‌

ସେଞ୍ଚୁରିଅନ୍‌,୧୨ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି ତିଳକ ବର୍ମା। ତାଙ୍କ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୨୧୯ ରନ୍‌ ସଂଗ୍ରହ କରିଛି।…

ଚାମ୍ପିୟନ୍ସ ଟ୍ରଫିରୁ ଓହରିଯିବ ପାକିସ୍ତାନ! ଭାରତ ଯିବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧୧: ଆଗାମୀ ଚାମ୍ପିୟନ୍ସ ଟ୍ରଫିରୁ ଓହରିପାରେ ପାକିସ୍ତାନ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭାରତ ଆସିବାକୁ ମନା କରିବାରୁ ପରେ ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରି କୌଣସି ଲାଭ ପାଇବ ନାହିଁ। ପ୍ରୟୋଜକମାନେ ମଧ୍ୟ ଏଥିରୁ ଓହରି ଯାଇପାରନ୍ତି। ଏହି…

ଟିମ୍ ସହିତ ଅଷ୍ଟ୍ରେଲିଆ ଯିବେ ନାହିଁ ରୋହିତ; ପ୍ରଥମ ଟେଷ୍ଟ ନ ଖେଳିବା ଆଶଙ୍କା

ନୂଆଦିଲ୍ଲୀ,୧୦।୧୧: ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ଗସ୍ତରେ ଟିମ୍ ସହିତ ଯିବେ ନାହିଁ। ନଭେମ୍ବର ୧୧ କିମ୍ବା ୧୨ ତାରିଖରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଯିବାକୁ ଥିବା ବେଳେ ସେଥିରେ ରୋହିତ ଯାଉ ନାହାନ୍ତି ବୋଲି ବିସିସିଆଇ ବିଶ୍ୱସ୍ତ…

ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତ ପାକିସ୍ତାନ ଗସ୍ତ କରିବ ନାହିଁ: ପିସିବି’କୁ ଜଣାଇଲା ଆଇସିସି

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନରେ ହେବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଭାରତ ଯୋଗ ଦେବାକୁ ମନା କରି ଦେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବର୍ତ୍ତମାନ ସରକାରଙ୍କ ପରାମର୍ଶ ଲୋଡିଛି। ଭାରତ ସରକାରଙ୍କ ପକ୍ଷରୁ ଅନୁମତି ମିଳି ନ ଥିବା ଦର୍ଶାଇ ଭାରତୀୟ…

ପାକିସ୍ତାନ ଯିବାକୁ ମନା କଲା ବିସିସିଆଇ; ଏବେ କୋର୍ଟରେ ହୋଇପାରେ ଲଢେଇ

ନୂଆଦିଲ୍ଲୀ,୧୦।୯: ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଅଂଶ ଗ୍ରହଣ କରିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ବିସିସିଆଇ ମନା କରିଦେବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କୋର୍ଟ ଅଫ ଆର୍ବିଟେସନ ଫର ସ୍ପୋର୍ଟ(କାସ୍) ଦ୍ୱାରସ୍ତ ହୋଇପାରେ। ଏହି ପ୍ରତିଯୋଗିତାରେ ଭାରତୀୟ କ୍ରିକେଟ୍ ଦଳର…

ପ୍ରଥମ ଟି୨୦: ଦକ୍ଷିଣ ଆଫ୍ରିକା ଆଗରେ ୨୦୨ ରନର ଟାର୍ଗେଟ

ଡର୍ବାନ, ୮।୧୧: ସ୍ଥାନୀୟ କିଙ୍ଗ୍ସ ମିଡ୍‌ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶତକ ହାସଲ କରିଛନ୍ତି ଭାରତର ସଞ୍ଜୁ ସାମସନ। ଶେଷଭାଗ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ଇନିଂସ ୨୦ ଓଭରରେ ୨୦୨…

ଦକ୍ଷିଣ ଆଫ୍ରିକାରେ ସାମସନ୍ ଝଡ଼; ପ୍ରଥମ ଭାରତୀୟ ଭାବେ ହାସଲ କଲେ ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ,୮।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଡର୍ବାନରେ ଖେଳାଯାଇଛି। ଏହି ମ୍ୟାଚରେ ଟସ୍ ହାରି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ବେଳେ ଆରମ୍ଭରୁ ବ୍ୟାଟିଂ ଓପନର ଅଭିଷେକ…

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ ଭାରତର…

ଶପଥ ନେଲା ପରେ ପ୍ରଥମ ନିଷ୍ପତ୍ତିରେ ଭାରତକୁ ଝଟକା ଦେଇ ପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ବ୍ୟବସାୟୀମାନଙ୍କୁ ଏଣିକି ଅଧିକ କଷ୍ଟମ ଡ୍ୟୁଟି ଦେବାକୁ ପଡିପାରେ। ବିଶେଷ କରି ଅଟୋମୋବାଇଲ୍ସ, ଟେକ୍ସଟାଇଲ ଏବଂ ଔଷଧ ଆଦି ଉପରେ ଅଧିକ କର ଦେବାକୁ ପଡିବ। କାରଣ…

ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ମୁମ୍ବାଇ,୩।୧୧: ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ ଟିମ୍‌। ସିରିଜର ଅନ୍ତିମ ଟେଷ୍ଟ ମ୍ୟାଚ୍‌କୁ ୨୫ ରନ୍‌ରେ ଜିତି ଦଳ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। ଅପରପକ୍ଷେ ଭାରତୀୟ ଟିମ୍‌ ୨୪ ବର୍ଷ ପରେ ନିଜ ଘରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି।…

ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ

ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri