Tag Archives: India

ରୋହିତ-କୋହଲି ଏକାଠି ଗାଇଲେ ‘ମା ତୁଝେ ସଲାମ …’, ଶୁଣି ଲୋମ ଟାଙ୍କୁରି ଉଠିବ

ମୁମ୍ବାଇ,୫।୭: ଟି୨୦ କ୍ରିକେଟ ବିଶ୍ୱକପ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ଭାରତୀୟ ଦଳର ବିଜୟ ପରେଡ୍‌ ହୋଇଥିଲା। ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଳିମାନେ ଡିଜେ ତାଳରେ ଡ୍ୟାନ୍ସ ଦେଖିବାକୁ ମିଳିଥିଲା। ଏହି ସମସ୍ତ ମୁହୂର୍ତ୍ତଗୁଡିକ ଅତ୍ୟନ୍ତ ସ୍ୱତନ୍ତ୍ର ଥିଲା।…

ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ

ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ…

କୋହଲି, ଅକ୍ଷର ସମ୍ମାନ ରଖିଲେ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୧୭୭

ବାର୍ବାଡୋସ, ୨୯।୬: ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲରେ ନିଜର ଦମ୍‌ ଦେଖାଇଛନ୍ତି ବିରାଟ କୋହଲି। ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ସଫଳ ମୁକାବିଲା କରି ସେ ହାସଲ କରିଛନ୍ତି ଅର୍ଦ୍ଧଶତକ। ବିରାଟ ଓ ଅକ୍ଷର ପଟେଲଙ୍କ ପ୍ରଭାବୀ ବ୍ୟାଟିଂ ବଳରେ ଭାରତ ଶନିବାର…

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଉଭୟେ…

ବିଶ଼୍ବସ୍ତରରେ ଭାରତକୁ ବଡ଼ ସଫଳତା, ବଢ଼ିଲା ଶକ୍ତି

ନୂଆଦିଲ୍ଲୀ, ୨୬।୦୬: ଆନ୍ତର୍ଜାତିକ ସ୍ତରରେ ଭାରତକୁ ଏକ ବଡ଼ ସଫଳତା ମିଳିଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଇବା ତଥା ଅର୍ଥ ହେରଫେର ଭଳି ଘଟଣାରେ ଅଙ୍କୁଶ ଲଗାଉଥିବା ବିଶ଼୍ବ ସ୍ତରର ସଂସ୍ଥା ଫାଇନାନ୍ସିଆଲ୍‌ ଆକ୍ସନ ଟାସ୍କ ଫୋର୍ସ ବା ଏଫ୍‌ଏଟିଏଫ୍‌ ଭାରତକୁ…

୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ ଏହାପୂର୍ବରୁ…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ…

ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି

ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର ପ୍ରଘଟ ହେଲାଣି। ବୁଧବାର ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ…

‘ଓଓ୍ବାଇସିଙ୍କ ଜିଭ କାଟି ଆଣିଲେ ଉପହାର ଦେବି’ 

ନୂଆଦିଲ୍ଲୀ,୨୬।୬: ଏଆଇଏମ୍‌ଆଇଏମ୍‌ ନେତା ଅସଦୁଦ୍ଦିନ ଓଓ୍ବାଇସିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଭାଜପା ବିଧାୟକ  ନୀତେଶ ରାଣେ। ଯଦି କେହି ଓଓ୍ବାଇସିଙ୍କର ଜିଭକୁ କାଟି ଆଣିବ ତେବେ ସେ ତାଙ୍କୁ ଉପହାର ଦେବେ ବୋଲି ସେ କହିଛନ୍ତି। ମଙ୍ଗଳବାର ଲୋକ ସଭା…

ଏତେ ବୋଝ ଆପଣଙ୍କ ଉପରେ ପକାଇବା ଉଚିତ ନୁହେଁ…ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଏମିତି କାହିଁକି କହିଲେ ଓଓ୍ବାଇସି?

ନୂଆଦିଲ୍ଲୀ,୨୬।୬: ୧୮ତମ ଲୋକସଭାର ପ୍ରଥମ ଅଧିବେଶନର ତୃତୀୟ ଦିନ ନୂଆ ବାଚସ୍ପତି ନିର୍ବାଚନ ହୋଇଛି। ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲା ପୁଣିଥରେ ଲୋକ ସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହାପରେ ସମସ୍ତ ଦଳର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏସବୁ…

ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା

ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ବାଂଲାଦେଶ…

ଦେଶରେ ଜାରି ରହିଛି ହିଟ୍‌ଓ୍ବେଭ୍‌, ହସ୍‌ପିଟାଲଗୁଡିକୁ ନିର୍ଦ୍ଦେଶ ଦେଲେ ସରକାର

ନୂଆଦିଲ୍ଲୀ, ୧୯।୬: ହିଟ୍‌ଓ୍ବେଭ୍‌ ଯୋଗୁଁ ଉତ୍ତର ଭାରତର ଅନେକ ଅଞ୍ଚଳରେ ହିଟ୍‌ଷ୍ଟ୍ରୋକ୍‌ ଜନିତ ଘଟଣା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ହସ୍ପିଟାଲଗୁଡ଼ିକୁ ପ୍ରାଥମିକତା ଦେଇ ହିଟ୍ ଷ୍ଟ୍ରୋକର ରୋଗୀମାନଙ୍କୁ ଚିକିତ୍ସା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri