ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: କଶ୍ମୀରକୁ ନେଇ କହିଲା ଏମିତି
ଇସଲାମାବାଦ୍,୧୯।୪: ପାକିସ୍ତାନ ପିଓକେ (ପାକ ଅଧିକୃତ କଶ୍ମୀର) ଖାଲି କରିବା ଉଚିତ ବୋଲି ଭାରତର ବୟାନ ଉପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି, ଭାରତର ଏହି ବିବୃତ୍ତି ମିଥ୍ୟା। ପାକିସ୍ତାନ…
ବାଣିଜ୍ୟ ଆଲୋଚନାରେ ଆଗରେ ଭାରତ, ଚାଇନାକୁ ଉପହାସ କଲା ଆମେରିକା
ନୂଆଦିଲ୍ଲୀ,୧୦।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ବ୍ୟତୀତ ବହୁ ଦେଶ ଉପରେ ପାରସ୍ପରିକ ଶୁଳ୍କ ବନ୍ଦ କରିବା ଘୋଷଣା କରିଛନ୍ତି। ଏହାପରେ ଆମେରିକାର ଟ୍ରେଜେରୀ ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଏହି ପ୍ରସଙ୍ଗ ବିଶ୍ୱ ବାଣିଜ୍ୟରେ “ଖରାପ ଅଭିନେତା”…
ନାଁ ନ ନେଇ ଚାଇନାକୁ ଚେତାଇଲା ଶ୍ରୀଲଙ୍କା, ମୋଦିଙ୍କ ସାମ୍ନାରେ ରାଷ୍ଟ୍ରପତି କହିଲେ, ଭାରତ ବିରୋଧରେ ଏପରି…
କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ ୪ ରୁ ୬ ଏପ୍ରିଲ ପର୍ଯ୍ୟନ୍ତ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ଆହୁରି ମଜବୁତ କରିବା ବିଷୟରେ…
ବାରବାଟୀରେ ଅନୁଷ୍ଠିତ ହେବ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ
କଟକ,୨।୪: ଓଡ଼ିଶାର କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀ ଷ୍ଟାଡିୟମରେ ଖୁବଶୀଘ୍ର ଟି-୨୦ ମ୍ୟାଚ୍ ଦେଖିବାର ସୁଯୋଗ ମିଳିବ। କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୯ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍…
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1 ଲକ୍ଷଣ ଚହ୍ନଟ କରାଯାଇଛି। ପ୍ୟାରିସ-ଭିତ୍ତିକ ସଂଗଠନ ଏକ ରିପୋର୍ଟରେ କହିଛି ଯେ ଆଭିଆନ୍…
ଭାରତ ଆସିବେ ବିଶ୍ୱ ବିଜେତା ଲିଓନେଲ ମେସି: ଏହି ରାଜ୍ୟରେ ଅନୁଷ୍ଠିତ ହେବ ଦୁଇଟି ମ୍ୟାଚ୍
ନୂଆଦିଲ୍ଲୀ,୨୬ା୩: ଭାରତର ଫୁଟବଲ୍ ପ୍ରେମୀମାନଙ୍କ ପାଇଁ ଖୁସି ଖବର। ଅକ୍ଟୋବରରେ କେରଳରେ ଏକ ପ୍ରଦର୍ଶନୀ ମ୍ୟାଚ୍ରେ କିମ୍ବଦନ୍ତୀ ଲିଓନେଲ୍ ମେସି ଏବଂ ଆର୍ଜେଣ୍ଟିନା ଦଳକୁ ଦେଖିବାର ସୁଯୋଗ ପାଇବେ। ୧୪ ବର୍ଷ ପରେ ବିଶ୍ୱକପ୍ ବିଜେତା ଅଧିନାୟକ ୨୦୧୧ ପରେ ଭାରତ…
୧୦ ବର୍ଷରେ ଦୁଇଗୁଣା ହେଲା ଅର୍ଥନୀତି: ଚମତ୍କାର କଲା ଭାରତ, ପଛରେ ପଡିଲେ ଆମେରିକା-ଚାଇନା
ନୂଆଦିଲ୍ଲୀ,୨୪।୩: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(IMF) ତଥ୍ୟ ଅନୁଯାୟୀ, ଭାରତ ଗତ ୧୦ ବର୍ଷ ମଧ୍ୟରେ ୧୦୫ ପ୍ରତିଶତ ଅଭିବୃଦ୍ଧି ସହିତ ଏହାର GDP (ମୋଟ ଘରୋଇ ଉତ୍ପାଦ) ଦ୍ୱିଗୁଣିତ କରିଛି, ଯାହା ୨୦୧୫ ରେ ୨.୧ ଟ୍ରିଲିୟନ ଡଲାରରୁ ୨୦୨୫ ରେ…
“ବହୁତ ଭଲ ସମ୍ପର୍କ, କିନ୍ତୁ…”: ଭାରତ ଉପରେ ଟ୍ରମ୍ପଙ୍କ ନୂଆ ଟାରିଫ୍ କମେଣ୍ଟ
ୱାଶିଂଟନ, ୨୧ା୩: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ତାଙ୍କର ଭାରତ ସହିତ “ବହୁତ ଭଲ ସମ୍ପର୍କ” ଅଛି, କିନ୍ତୁ ଦେଶ ସହିତ ତାଙ୍କର “ଏକମାତ୍ର ସମସ୍ୟା” ହେଉଛି ଯେ ଏହା “ବିଶ୍ୱର ସର୍ବାଧିକ ଶୁଳ୍କ ଲାଗୁ କରୁଥିବା ରାଷ୍ଟ୍ରଗୁଡ଼ିକ ମଧ୍ୟରୁ…
ଚାମ୍ପିଅନ୍ସ ଟ୍ରଫି ୨୦୨୫ ବିଜେତା ଭାରତୀୟ ଦଳ ଉପରେ ଟଙ୍କା ବର୍ଷା କଲା BCCI
ମୁମ୍ବାଇ,୨୦।୩: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ରେ ବିଜୟୀ ହେବା ପରେ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ଗୁରୁବାର ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ୟୁନିଟ୍ ପାଇଁ ୫୮ କୋଟି ଟଙ୍କାର ଏକ ବଡ଼ ନଗଦ ପୁରସ୍କାର ଘୋଷଣା କରିଛି।…
୪୮୯ ଦିନ ପରେ ଭାରତର ପ୍ରଥମ ବିଜୟ: ପ୍ରତ୍ୟାବର୍ତ୍ତନରେ ଗୋଲ୍ କଲେ ସୁନୀଲ ଛେତ୍ରୀ
ନୂଆଦିଲ୍ଲୀ,୧୯।୩: ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚରେ ଭାରତ ୩-୦ ଗୋଲରେ ମାଲଡିଭ୍ସକୁ ପରାସ୍ତ କରିଛି। ପ୍ରଥମ ଅଧଘଣ୍ଟା ଗୋଲଶୂନ୍ୟ ରହିବାପରେ ୩୪ତମ ମିନିଟରେ ପ୍ରଥମ ଗୋଲଟି ଦେଇଥିଲେ ରାହୁଲ ଭେକେ। ପ୍ରଥମାର୍ଦ୍ଧ ଶେଷ ବେଳକୁ…
ଅର୍ଥନୈତିକ, ସାମାଜିକ ପ୍ରଗତି ପଥରେ ଭାରତ-ମରିସସ୍ ପରସ୍ପରର ସାଥୀ
ପୋର୍ଟ ଲୁଇସ୍, ୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ନବୀନ ଚନ୍ଦ୍ର ରାମଗୁଲାମଙ୍କ ଉପସ୍ଥିରେ ବୁଧବାର ୨ ଦେଶ ମଧ୍ୟରେ ଆପରାଧିକ ଯାଞ୍ଚ୍, ସାମୁଦ୍ରିକ ଟ୍ରାଫିକ ନୀରିକ୍ଷଣ, ଭିତ୍ତିଭୂମି କୂଟନୀତି, ବାଣିଜ୍ୟ, ଦକ୍ଷତା ବୃଦ୍ଧି, ମହାସାଗର ଅର୍ଥନୀତି ଆଦି…
ଆଇସିସି ଚାମ୍ପିୟନ୍ସ ଟ୍ରଫି: ଭାରତ ଚାମ୍ପିୟନ
ଦୁବାଇ, ୯।୩: ୨୦୨୫ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଛି ଟିମ୍ ଇଣ୍ଡିଆ। ସ୍ପିନରଙ୍କ ଚମତ୍କାର ପ୍ରଦର୍ଶନ ଓ ଅଧିନାୟକ ରୋହିତ ଶର୍ମାଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ରବିବାର ଅନୁଷ୍ଠିତ ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ…

