ଟି -୨୦ ବିଶ୍ୱକପ: ଆଇପିଏଲ୍ ପ୍ରଦର୍ଶନ ଦେଖି ବୋକା ବନିପାରେ ଟିମ୍ ଇଣ୍ଡିଆ, ଏହା ଚିନ୍ତାର କାରଣ
ନୂଆଦିଲ୍ଲୀ, ୯।୫: ଆଇପିଏଲ୍ ର ଚଳିତ ସିଜିନ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। ଲିଗ୍ ପର୍ୟ୍ୟାୟ ଶେଷ ହେବାକୁ ଯାଉଛି ଏବଂ ଏହା ସହିତ ଆମେ ଚାରିଟି ଦଳ ବିଷୟରେ ମଧ୍ୟ ଜାଣିବା, ଯେଉଁମାନେ ଚଳିତ ବର୍ଷର ଆଇପିଏଲ୍ ପ୍ଲେ…
ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ
ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ ଦିଆଯାଉଛି । ଏହି କ୍ରମରେ ଦେଶରେ ଘରୋଇ କମ୍ପାନୀ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…
ବିଶ୍ୱର ୪୬% ଆଜ୍ମା ମୃତ୍ୟୁ ଭାରତରେ ଘଟୁଛି, ପ୍ରତିବର୍ଷ ୨ ଲକ୍ଷ ଲୋକ ହରାଉଛନ୍ତି ଜୀବନ
ନୂଆଦିଲ୍ଲୀ,୩ା୫: ଭାରତରେ ପ୍ରତିବର୍ଷ ହାରାହାରି ୨ ଲକ୍ଷ ଲୋକ ଆଜ୍ମା ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ସମଗ୍ର ବିଶ୍ୱରେ ଆଜ୍ମାଜନିତ ମୃତ୍ୟୁର ଏହା ୪୬ ପ୍ରତିଶତ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଏହି ରୋଗକୁ ଯଦି ଆଗୁଆ ଚିହ୍ନଟ କରାଯାଇ ଉପଯୁକ୍ତ…
ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ
ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ ଭାରତ ଦିନିକିଆ ଏବଂ ଟି୨୦ ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖିଛି। ଏହି କ୍ରମରେ,…
କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର
ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର…
ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ
ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ ନିଷ୍ପତି ନେଇଛି। ଯାହା କେବଳ ଲାହୋରରେ ଖେଳାଯିବ, ଯେତେବେଳେକି କରାଚି ଏବଂ ରାୱଲପିଣ୍ଡିରେ ବାକି…
ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ କରୁଛି ଭାରତ: ମୋଦି
ନୂଆଦିଲ୍ଲୀ,୨୧ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି, ବିଶ୍ୱ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ତଥା ଏହାର ସାଂସ୍କୃତିକ ଭାବମୂର୍ତ୍ତି ମଧ୍ୟ ଭାରତ ସତ୍ୟ ଏବଂ ଅହିଂସା ମନ୍ତ୍ର ଉପସ୍ଥାପନ କରୁଛି। ପ୍ରଭୁ ମହାବୀରଙ୍କ ୨୫୫୦ ତମ ନିର୍ବାଣ ମହୋତ୍ସବ ଅବସରରେ…
ଅନ୍ଲାଇନ୍ ଗେମ୍ ଖେଳି ଛାତ୍ରଙ୍କ ଜୀବନ ଗଲା
ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍ଲାଇନ୍ ଗେମ୍ ଖେଳି ନିଜ ଜୀବନ ହାରିଛନ୍ତି। ଏହା ପଛରେ କାରଣ ‘ବ୍ଲୁ ହ୍ବେଲ୍ ଚ୍ୟାଲେଞ୍ଜ’ ନାମକ…
ପଶ୍ଚିମ ଏସିଆରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ପାର କରିବା ସମ୍ଭାବନା
ନୂଆଦିଲ୍ଲୀ,୧୪।୪: ପଶ୍ଚିମ ଏସିଆରେ ପୁଣି ବିବାଦ ଚରମ ସୀମାରେ ପହଞ୍ଚିଛି। ପ୍ରଥମ ଥର ପାଇଁ ଇରାନ-ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଫଳରେ ଏହି ଅଂଚଳରେ ପ୍ରତ୍ୟେକ୍ଷ ଯୁଦ୍ଧ ସ୍ଥିତି ଉପୁଜିଛି। ତେବେ ଏହି ଯୁଦ୍ଧ ସ୍ଥିତିର ପ୍ରଭାବ ସମଗ୍ର ବିଶ୍ୱ ଉପରେ ପଡିପାରେ।…
ଇସ୍ରାଏଲରେ ରହୁଥିବା ଭାରତୀୟଙ୍କ ପାଇଁ ଜାରିହେଲା ହେଲ୍ପଲାଇନ୍ ନମ୍ବର
ଜେରୁଜେଲମ୍,୧୪ା୪: ରବିବାର ଇସ୍ରାଏଲରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକମାନଙ୍କୁ ଶାନ୍ତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ସୁରକ୍ଷା ପ୍ରୋଟୋକଲଗୁଡ଼ିକ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଦୂତାବାସ ଆହୁରି ମଧ୍ୟ କହିଛି ଯେ,…
ଦେଶ ପାଇଁ ୟୁସିସି ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାଜପାର ପ୍ରତିଶ୍ରୁତି ପତ୍ର ବା ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି। ଏଥିରେ ଅନେକ ପ୍ରକାରର ପ୍ରତିଶ୍ରୁତି ଦିଆଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…
ଇରାନ କବ୍ଜାରେ ଇସ୍ରାଏଲ ଜାହାଜ: ଏଥିରେ ଅଛନ୍ତି ୧୭ ଭାରତୀୟ, ବଢୁଛି ଚିନ୍ତା
ଜେରୁଜେଲମ୍,୧୩ା୪: ଶନିବାର ଇରାନର ସମୁଦ୍ର ତଟରକ୍ଷୀ ହର୍ମୁଜ୍ ଷ୍ଟ୍ରେଟ୍ରେ ଇସ୍ରାଏଲ ସହ ଜଡ଼ିତ ଏକ ମାଲ୍ ପରିବହନ ଜାହାଜ ଜବତ କରିଛନ୍ତି। ଏହି ଜାହାଜରେ ୧୭ ଜଣ ଭାରତୀୟ ମଧ୍ୟ ଅଛନ୍ତି, ଯାହା ପରେ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ…
Archives


