ଶେଷରେ ଭାରତ ଭରସାରେ ମାଳଦ୍ଵୀପ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କରିବ ‘ରୋଡ ଶୋ’
ନୂଆଦିଲ୍ଲୀ,୧୨।୪: ଭାରତ ସହ ସମ୍ପର୍କକୁ ତିକ୍ତ କରି ମାଳଦ୍ଵୀପ ନିଜ ପାଦରେ ନିଜେ କୁରାଢ଼ୀ ମାରିଛି। ମାଳଦ୍ଵୀପରେ ଭାରତୀୟ ପର୍ଯ୍ୟଟକଙ୍କ ସଂଖ୍ୟା ଆଶ୍ଚର୍ଯ୍ୟଜନକ ଭାବେ ହ୍ରାସ ପାଇଛି। ଏହା ମାଳଦ୍ଵୀପର ଅର୍ଥନୀତି ଉପରେ ପ୍ରଭାବ ପକାଉଛି। ବର୍ତ୍ତମାନ ମାଳଦ୍ଵୀପର ଏକ ବଡ…
ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ ଭାରତଠାରୁ ବହୁ ପଛରେ ଆମେରିକା
ନୂଆଦିଲ୍ଲୀ,୧୧।୪: ଡିଜିଟାଲ୍ ପେମେଣ୍ଟ କ୍ଷେତ୍ରରେ ଭାରତ କ୍ରମାଗତ ଭାବରେ ନୂତନ ଉଚ୍ଚତାରେ ଛୁଇଁବାରେ ଲାଗିଛି। ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ବୁଧବାର ଡିଜିଟାଲ ପେମେଣ୍ଟରେ ଭାରତର ଅଭିବୃଦ୍ଧି ଉପରେ ଆଲୋକପାତ କରି କହିଛନ୍ତି ଯେ ଦେଶରେ ଏକ ମାସ ମଧ୍ୟରେ ୟୁନିଫାଏଡ୍…
ଜାଣନ୍ତି କି ଇଭିଏମ୍ରେ ଦେଉଥିବା ଭୋଟ୍ କେତେଦିନ ପର୍ଯ୍ୟନ୍ତ ରହେ ସୁରକ୍ଷିତ
ଆଜିକାଲି ସହଜ ଏବଂ ସୁବିଧା ପାଇଁ ନାଗରିକମାନେ ଇଭିଏମ୍ରେ ଭୋଟ୍ ଦେଉଛନ୍ତି। ତେବେ ଜାଣନ୍ତି କି ଏହି ଭୋଟ୍ କେତେଦିନ ପର୍ଯ୍ୟନ୍ତ ଇଭିଏମ୍ରେ ସୁରକ୍ଷିତ ରହିଥାଏ। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ… ଏହି ଇଭିଏମ୍ରେ ଦୁଇଟି ୟୁନିଟ୍ ରହିଥାଏ।…
ମୋଦିଙ୍କୁ ଭାରତର ଚେହେରା କହିଲେ ଆମେରିକା ଏମ୍ପି
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦ା୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରାଯାଉଛି। ଆମେରିକାର ଏମ୍ପି ବ୍ରାଡ୍ ଶେର୍ମାନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଶେର୍ମାନ ମୋଦିଙ୍କୁ ୨୦୧୪ରୁ ଦେଶରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ତଥା ଅର୍ଥନୈତିକ ଅଗ୍ରଗତି ପାଇଁ ପ୍ରଶଂସା କରିଛନ୍ତି।…
କିଏ ସେହି ନୀରଜ ତ୍ରିପାଠୀ, ଯାହାଙ୍କୁ ଭାଜପା କରିଛି ଲୋକ ସଭା ପ୍ରାର୍ଥୀ, ପିତା ଥିଲେ ରାଜ୍ୟପାଳ
ଲକ୍ଷ୍ନୌ,୧୦ା୪: ପ୍ରୟାଗରାଜର ଆହ୍ଲାବାଦ ସଂସଦୀୟ ଆସନରେ ଭାଜପା ନୀରଜ ତ୍ରିପାଠୀଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଛି। ଆହ୍ଲାବାଦ ସଂସଦୀୟ ଆସନରୁ ଭାଜପା ନୀରଜୀଙ୍କୁ ସ୍ଥାନ ଦେଇଛି। ଟିକେଟ୍ ଘୋଷଣା ହେବା ମାତ୍ରେ ଦଳର ନେତା, କର୍ମୀ ଏବଂ ସମର୍ଥକମାନେ ନୀରଜଙ୍କୁ ସିଭିଲ…
ଖୁବଶୀଘ୍ର ଭାରତୀୟ ଟିମ୍କୁ ଫେରୁଛନ୍ତି ଋଷଭ ପନ୍ତ, ବିଶ୍ୱକପ ଦଳରେ ହୋଇପାରନ୍ତି ସାମିଲ
ନୂଆଦିଲ୍ଲୀ,୯।୩: ଆସନ୍ତା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଟିମ୍ ଏପ୍ରିଲ୍ ଶେଷରେ କିମ୍ବା ମେ’ର ପ୍ରଥମ ସପ୍ତାହରେ ଚୟନ ହେବାର ସମ୍ଭାବନା ରହିଛି। ନିର୍ଦ୍ଦିଷ୍ଟ ଖେଳାଳିଙ୍କ ଚୟନ ଚାଲିଥିବା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ସେମାନଙ୍କ ପ୍ରଦର୍ଶନ ଉପରେ…
ପାକ୍ ସହ ମିଳିତ ବିବୃତ୍ତିରେ କଶ୍ମୀର ପ୍ରସଙ୍ଗରେ ଭାରତର ଆଭିମୁଖ୍ୟକୁ ସମର୍ଥନ କଲା ସାଉଦି ଆରବ
ନୂଆଦିଲ୍ଲୀ,୮ା୪: ଜମ୍ମୁ-କଶ୍ମୀର ମାମଲାରେ ଭାରତ ସମର୍ଥନରେ ମତ ଦେଇଛି ସାଉଦୀ ଆରବ। ଭାରତ ଏବଂ ପାକିସ୍ତାନ ଆଲୋଚନା ମାଧ୍ୟମରେ ଦୁଇ ପକ୍ଷ ମଧ୍ୟରେ ଥିବା ବିବାଦର ସମାଧାନ କରିବାକୁ ମତ ଦେଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ସାଉଦି ଶାସକ…
ରାଜନାଥଙ୍କ କଥାରେ ବିଳିବିଳଉଛି ପାକିସ୍ତାନ, କହିଲା ଏମିତି…
ନୂଆଦିଲ୍ଲୀ/ଇସଲାମାବାଦ,୬ା୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ଯଦି ଆତଙ୍କବାଦୀମାନେ ଭାରତରେ ଶାନ୍ତି ଭଙ୍ଗ ଏବଂ ପଡ଼ୋଶୀ ଦେଶକୁ ପଳାୟନ ପାଇଁ ଚେଷ୍ଟା କରନ୍ତି, ତେବେ ସେମାନଙ୍କୁ ହତ୍ୟା କରିବାକୁ ଭାରତ ପାକିସ୍ତାନରେ ପ୍ରବେଶ କରିବ। ଶୁକ୍ରବାର ରାଜନାଥ ସିଂ ଏକ…
ଆସନ୍ତା ମାସରେ ଆସୁଛି ଟେସ୍ଲା ଟିମ୍, ଭାରତରେ କାରଖାନା ବସାଇବାକୁ ଖୋଜିବେ ସ୍ଥାନ
ଭୁବନେଶ୍ୱର, ୪।୪: କିଛି ଦିନ ପୂର୍ବରୁ ଭାରତ ସରକାର ନୂତନ ବୈଦ୍ୟୁତିକ ଯାନ ନୀତି (ଇଭି ପଲିସି) ଘୋଷଣା କରିଥିଲେ। ସେବେଠାରୁ ଅଗ୍ରଣୀ ଇଭି କମ୍ପାନୀ ଟେସ୍ଲା ଭାରତ ଆସିବାର ସମ୍ଭାବନା ନିଶ୍ଚିତ ହୋଇଥିଲା। ବର୍ତ୍ତମାନ ଭାରତରେ ଟେସଲାର ପ୍ରବେଶ ନିଶ୍ଚିତ…
୨୦୨୪ରେ ୭.୫% ରହିବ ଭାରତର ଜିଡିପି, ନିର୍ବାଚନୀ ବର୍ଷରେ ବଡ଼ ଆକଳନ କଲା ବିଶ୍ବବ୍ୟାଙ୍କ
ନୂଆଦିଲ୍ଲୀ,୩।୪: ଭାରତରେ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଆକଳନ କରିଛି ବିଶ୍ବବ୍ୟାଙ୍କ। ୨୦୨୪ରେ ଭାରତୀୟ ଅର୍ଥନୀତି ୭.୫% ହାରରେ ଅଭିବୃଦ୍ଧି କରିବ ବୋଲି ବିଶ୍ବବ୍ୟାଙ୍କ କହିଛି। ପୂର୍ବରୁ ଭାରତର ଅଭିବୃଦ୍ଧି ହାର ୬.୩% ଆକଳନ କରିଥିବା ବେଳେ ଏବେ ସଦ୍ୟ ପ୍ରକାଶିତ…
ଭାରତରେ ନୂଆ ରେକର୍ଡ କଲା ସୁନା ମୂଲ୍ୟ, ଜାଣନ୍ତୁ
ନୂଆଦିଲ୍ଲୀ,୧।୪: ସୋମବାର ଭାରତୀୟ ସୁନା ମୂଲ୍ୟ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବିଦେଶୀ ବଜାରରେ ଲାଭ ଏବଂ ଗ୍ରାହକଙ୍କ ମଧ୍ୟରେ ସୁନାର ଚାହିଦା ବୃଦ୍ଧି କାରଣରୁ ଦରବୃଦ୍ଧିର କାରଣ ବୋଲି ଡିଲର ମାନେ କହିଛନ୍ତି। ଏଥିସହିତ ସୋମବାର ଭାରତରେ ସୁନା ମୂଲ୍ୟ…
ଏଏପି ମହାରାଲିରେ ଯୋଗଦେବେ ରାହୁଲ, ଖାର୍ଗେ, ପାଓ୍ବାର, ଅଖିଳେଶ
ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଗିରଫଦାରୀ ପ୍ରତିବାଦରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ଆସନ୍ତା ରବିବାର ରାମଲୀଳା ମଇଦାନରେ ମହାରାଲିର ଆୟୋଜନ କରୁଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଶରଦ ପାଓ୍ବାର, ଉଦ୍ଧବ…
Archives


