ଗାଜାରେ ନରସଂହାରକୁ ସହ୍ୟ କରାଯାଇ ପାରିବ ନାହିଁ: ଜାତିସଂଘରେ କହିଲା ଭାରତ…
ଜେନେଭା,୧୦।୧ : ଗତ ବର୍ଷ ଅକ୍ଟୋବର ୭ରେ ଆରମ୍ଭ ହୋଇଥିବା ଇସ୍ରାଏଲ-ହମାସ ଯୁଦ୍ଧ ନେଇ ବିଶ୍ୱର ବିଭିନ୍ନ ଦେଶ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଏହି ସମୟରେ, ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ଦୃଢ଼…
ମାଳଦ୍ୱୀପକୁ ବଡ଼ ଝଟକା: ୧୦,୫୦୦ ହୋଟେଲ ବୁକିଂ-୫,୫୨୦ ଫ୍ଲାଇଟ ଟିକେଟ ବାତିଲ କଲେ ଭାରତୀୟ…
ନୂଆଦିଲ୍ଲୀ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାକ୍ଷାଦ୍ୱୀପ ଗସ୍ତ ପରେ ସୋସିଆଲ ମିଡିଆରେ ଶେୟାର କରିଥିବା ଫଟୋ ପରେ ମାଳଦ୍ୱୀପ ଉପରେ ଦେଇଥିବା ବିବୃତ୍ତିରୁ ଆରମ୍ଭ ହୋଇଥିବା ବିବାଦ ସମାପ୍ତ ହେବାର ନା ଧରୁନି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ମାଳଦ୍ୱୀପର ଅନେକ…
ଭାରତର ୪ ଜଣଙ୍କ ମଧ୍ୟରୁ ଜଣଙ୍କ ଦେହରେ ଟାଇମ ବମ୍, ଏନେଇ ଲୋକେ ଅଜଣା…
ନୂଆଦିଲ୍ଲୀ,୯।୧ : ଭାରତର ୪ ଜଣଙ୍କ ମଧ୍ୟରୁ ଜଣଙ୍କ ଦେହରେ ଟାଇମ ବମ୍ ଲାଗିଛି। କିନ୍ତୁ ଏ ସମ୍ପର୍କରେ ଲୋକେ ଅଜଣା। ଏହା ହେଉଛି ଉଚ୍ଚ ରକ୍ତଚାପ। ଏହି ସ୍ବାସ୍ଥ୍ୟ ସମସ୍ୟା ନେଇ ସମଗ୍ର ବିଶ୍ୱ ଅସୁବିଧାରେ ପଡିଛି, କିନ୍ତୁ ଭାରତରେ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ବୟାନ ପରେ ଭାରତ କ୍ଷୁବ୍ଧ, ମାଳଦ୍ଵୀପ ହାଇକମିଶନଙ୍କୁ ସମନ
ନୂଆଦିଲ୍ଲୀ,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ବୟାନ ଦେବା ମାଳଦ୍ଵୀପ ଉପରେ ଭାରି ପଡ଼ିଛି। ପ୍ରଥମେ ସୋସିଆଲ ମିଡିଆରେ ମାଳଦ୍ଵୀପକୁ ବଏକଟ କରିବା ପାଇଁ ଏକ ଅଭିଯାନ ଆରମ୍ଭ ହୋଇଥିଲା, ଏହା ପରେ ଅଗ୍ରଣୀ ଭାରତୀୟ ଟ୍ରାଭେଲ କମ୍ପାନୀଗୁଡିକ ମାଲଦ୍ୱୀପକୁ…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟେବୁଲ: ଭାରତକୁ ହଟାଇ ଅଷ୍ଟ୍ରେଲିଆ ପ୍ରଥମ
ନୂଆଦିଲ୍ଲୀ ,୬।୧: ସଦ୍ୟ ପ୍ରକାଶିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଟେବୁଲରେ ଭାରତକୁ ହଟାଇ ଅଷ୍ଟ୍ରେଲିଆ ପ୍ରଥମ ସ୍ଥାନ ଅଧିକାର କରି ନେଇଛି। ଶନିବାର ସିଡ୍ନୀଠାରେ ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ ଜିତିବା ପରେ ଅଷ୍ଟ୍ରେଲିଆର…
ପଶ୍ଚିମବଙ୍ଗ ପରେ ମହାରାଷ୍ଟ୍ରରେ ‘ଇଣ୍ଡିଆ’କୁ ଝଟକା
ମୁମ୍ବାଇ,୨୯।୧୨: ଲୋକ ସଭା ନିର୍ବାଚନ ୨୦୨୪ରେ ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚର ମୁକାବିଲା ପାଇଁ ଗଠିତ ୨୮ଟି ଦଳର ‘ଇଣ୍ଡିଆ’ ମିଳିତ ମଞ୍ଚରେ ଆସନ ବଣ୍ଟନ ଏପର୍ଯ୍ୟନ୍ତ ହୋଇନାହିଁ। ଏହାପୂର୍ବରୁ ମଧ୍ୟ ଆଞ୍ଚଳିକ ଦଳମାନେ ସେମାନଙ୍କର ଦାବି…
ପୁଣି ଚାଇନାରେ ଅଣାୟତ କରୋନା ସ୍ଥିତି: ଶ୍ମଶାନ ଘାଟରେ ଲମ୍ବା ଲାଇନ୍
ବେଜିଂ,୨୫।୧୨: ଚାଇନାରେ କରୋନାର ପ୍ରଭାବ ପୁଣି ଥରେ ଦେଖିବାକୁ ମିଳିଛି। ଏଠାରେ କରୋନା ସଂକ୍ରମଣର ଗତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ କରୋନା କାରଣରୁ ମୃତ୍ୟୁ ହେତୁ ଚାଇନା ଶ୍ମଶାନ ଘାଟ ୨୪ ଘଣ୍ଟା କାମ…
ଭାରତ ନିୟନ୍ତ୍ରଣରେ ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ମହିଳା ଟେଷ୍ଟ
ମୁମ୍ବାଇ,୨୩ା୧୨: ଅଷ୍ଟ୍ରେଲିଆ ବିପକ୍ଷ ଏକମାତ୍ର ମହିଳା ଟେଷ୍ଟକୁ ନିୟନ୍ତ୍ରଣରେ ରଖିଛି ଭାରତ। ତୃତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୫ ଉଇକେଟ ହରାଇ ୨୩୩ ରନ୍ କରିବା ସହିତ ୪୬ ରନ୍ରେ ଆଗୁଆ ରହିଛି। ଆଉ ଗୋଟିଏ ଦିନ ବାକି…
ଇଣ୍ଡିଆ ବ୍ଲକରେ କିପରି ଫାଇନାଲ ହେବ କଂଗ୍ରେସର ସିଟ୍? ବୈଠକରେ ପ୍ରସ୍ତୁତ ହେଲା ସିଟ୍ ଶେୟାରିଂ ଫର୍ମୁଲା
ନୂଆଦିଲ୍ଲୀ ,୨୩।୧୨: ଇଣ୍ଡିଆ ବ୍ଲକରେ ସାମିଲ ଦଳ ମାନଙ୍କ ସହିତ ଆଗାମୀ ଲୋକସଭା ନିର୍ବାଚନରେ ଆସନ ବୁଝାମଣା ପାଇଁ ପାଞ୍ଚ ଜଣ ସଦସ୍ୟଙ୍କୁ ନେଇ ରାଷ୍ଟ୍ରୀୟ ଗଠବନ୍ଧନ କମିଟି ଗଠନ କରିଛି କଂଗ୍ରେସ। ଏହି କମିଟି ସିଟ୍ ବୁଝାମଣା କରିବା ପାଇଁ…
ଭାରତକୁ ଫେରିବେ କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ
ନୂଆଦିଲ୍ଲୀ,୨୨।୧୨: କତାରରେ ମୃତ୍ୟୁଦଣ୍ଡ ପାଇଥିବା ଭାରତୀୟ ଖୁବ୍ଶୀଘ୍ର ଭାରତକୁ ଫେରିବେ। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ସୂଚନା ଦେଇଛନ୍ତି। ମୃତ୍ୟୁଦଣ୍ଡ ବିରୋଧରେ କତାର କୋର୍ଟରେ ଏକ ଆବେଦନ କରାଯାଇଥିଲା। ଭାରତୀୟ ନାଗରିକଙ୍କ ସମେତ ଅନେକ କଏଦୀଙ୍କୁ କତାର କୋର୍ଟରେ କ୍ଷମା…
‘ଆମେରିକାର ଚେତାବନୀ ପରେ ବଦଳିଲା ସ୍ୱର’, ପୁଣି ଭାରତକୁ ଟାର୍ଗେଟ କଲେ କାନାଡ଼ା ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୦।୧୨: ଖଲିସ୍ଥାନୀ ଆତଙ୍କବାଦୀ ଗୁରୁପନ୍ତ ସିଂହ ପାନୁ ହତ୍ୟା ମାମଲାରେ ପୁଣି ଭାରତକୁ ଟାର୍ଗେଟ କରିଛନ୍ତି କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ବୁଧବାର ସେ କହିଛନ୍ତି ଯେ, ‘ଏହି ମାମଲାରେ ସମ୍ପୃକ୍ତି ନେଇ ଆମେରିକା ଚେତାବନୀ ଦେବା ପରେ ଭାରତର…
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଗିଗଲା ପାକିସ୍ତାନ
ଇସଲାମାବାଦ୍,୧୧।୧୨:ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଇବାକୁ ସୁପ୍ରିମକୋର୍ଟ ମଧ୍ୟ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ନିଷ୍ପତ୍ତି ସାମ୍ବିଧାନିକ ବୈଧ ବୋଲି କୋର୍ଟ ମଧ୍ୟ ଗ୍ରହଣ କରିଛନ୍ତି। ଧାରା ୩୭୦ ଅସ୍ଥାୟୀ ଥିଲା। ସମ୍ବିଧାନର ସମସ୍ତ ବ୍ୟବସ୍ଥା ଜମ୍ମୁ କଶ୍ମୀରରେ ପ୍ରଯୁଜ୍ୟ ହେବ। ସୁପ୍ରିମକୋର୍ଟଙ୍କ…
Archives


