Tag Archives: India

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଆରମ୍ଭ ହୋଇଥିଲା। ଯେଉଁଠାରେ ଭାରତୀୟ ଦଳ ମାତ୍ର ୪୬ ରନରେ ଆଉଟ୍ ହୋଇଯାଇଛି। ଏହା…

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ ତାଙ୍କ ସରକାର ଭାରତକୁ ପ୍ରକୃତ ପ୍ରମାଣ ଦେଇନାହାଁନ୍ତି। ତେବେ ଏହି ଘଟଣାରେ ଟ୍ରୁଡୋ କହିଛନ୍ତି…

କାନାଡ଼ାର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରି ବଡ ଭୁଲ କରିଛି ଭାରତ: ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ, ୧୬ା୧୦: କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଅଭିଯୋଗ କରିଛନ୍ତି ଯେ, ଭାରତ କାନାଡ଼ାର ସାର୍ବଭୌମତ୍ୱକୁ ଉଲଂଘନ କରି ଏକ ବଡ ଭୁଲ କରିଛି। ଦେଶର ତଦନ୍ତରେ ଭାରତ ହସ୍ତକ୍ଷେ କରିବାକୁ ଚାହୁଁଛି। ଏହାମୃ ମଧ୍ୟରେ ଭାରତରେ ତାଙ୍କ ମାଟିରେ…

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୨୨୧ ରନ କରିଥିବାବେଳେ ବାଂଲାଦେଶ ୨୦…

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ…

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ…

ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…

ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୁରକ୍ଷା ଏଜେନ୍ସି ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ତାଙ୍କର ପୂରା କନ୍‌ଭେନକୁ…

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ ଦେଇ…

ସେନାକୁ ମିଳିବ ଶକ୍ତି: ପାକ୍‌ ସୀମାରେ ବୁଲେଟ୍‌ପ୍ରୁଫ୍‌ ଘାଟି ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ,୨୯ା୯: ଜମ୍ମୁ ଅଞ୍ଚଳରେ ଆତଙ୍କବାଦୀ ହିଂସା ବଢ଼ିଥିବାରୁ କେନ୍ଦ୍ର ସରକାର ଭାରତ-ପାକ୍‌ ସୀମାରେ ଥିବା ତାରବାଡ଼ର ଉନ୍ନତୀକରଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁପ୍ରବେଶ ଉପରେ ନଜର ରଖିବା ପାଇଁ ସୀମାରେ ଅଧିକ ଘାଟି ନିର୍ମାଣ କରାଯିବା ସହ ସେଗୁଡ଼ିକୁ ବୁଲେଟ୍‌ପ୍ରୁଫ୍‌ କରିବା…

ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ ଅଧିବେଶନରେ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ହରାଇଲା ଭାରତ

ହୁଲୁନ୍‌ବୁଇର(ଚାଇନା), ୮ା୯: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଏଠାରେ ରବିବାର ଖେଳାଯାଇଥିବା ଏକ ମ୍ୟାଚରେ ଗତଥରର ଚାମ୍ପିୟନ ଭାରତୀୟ ପୁରୁଷ ଦଳ ୩-୦ ଗୋଲ୍‌ରେ ଆୟୋଜକ ଚାଇନାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସୁଖଜିତ୍‌ ସିଂ(୧୪ତମ ମିନିଟ), ଉତ୍ତମ ସିଂ…

ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଚମତ୍କାର ପ୍ରଦର୍ଶନ … ୨୯ଟି ପଦକ ସହିତ ସରିଲା ଅଭିଯାନ

ନୂଆଦିଲ୍ଲୀ,୮।୯: ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ ରେ ଭାରତର ଯାତ୍ରା ଶେଷ ହୋଇଛି। ପ୍ୟାରିସ୍ ପାରାଲିମ୍ପିକ୍ସରେ ଭାରତର ଖେଳାଳିମାନେ ଅତ୍ୟନ୍ତ ଭଲ ପ୍ରଦର୍ଶନ କରିଛନ୍ତି। ଏଥର ଭାରତ ମୋଟ ୨୯ ଟି ପଦକ ଜିତିଛି। ଏଥିରେ ୭ ଟି ସ୍ୱର୍ଣ୍ଣ, ୯ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?