Tag Archives: India

ଭାରତକୁ ମହାନ ଶକ୍ତି କହିଲେ ପୁଟିନ; ଚାଇନା-ପାକିସ୍ତାନକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ, ୮।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ପ୍ରଶଂସା କରି ଭାରତକୁ ଏକ ମହାନ ଶକ୍ତି ବୋଲି କହିଛନ୍ତି। ଭାରତର ଅର୍ଥବ୍ୟବସ୍ଥା, ସଂସ୍କୃତି ଏବଂ ଭବିଷ୍ୟତରେ ସମ୍ଭାବନାକୁ ଖୁବ ପ୍ରଶଂସା କରିଥିଲେ। ପୁଟିନ ବଦ୍ଲାଇ ଆଲୋଚନାରେ ରୁଷିଆ ଏବଂ ଭାରତର…

ଶପଥ ନେଲା ପରେ ପ୍ରଥମ ନିଷ୍ପତ୍ତିରେ ଭାରତକୁ ଝଟକା ଦେଇ ପାରନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ବ୍ୟବସାୟୀମାନଙ୍କୁ ଏଣିକି ଅଧିକ କଷ୍ଟମ ଡ୍ୟୁଟି ଦେବାକୁ ପଡିପାରେ। ବିଶେଷ କରି ଅଟୋମୋବାଇଲ୍ସ, ଟେକ୍ସଟାଇଲ ଏବଂ ଔଷଧ ଆଦି ଉପରେ ଅଧିକ କର ଦେବାକୁ ପଡିବ। କାରଣ…

ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ମୁମ୍ବାଇ,୩।୧୧: ଭାରତ ମାଟିରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ ଟିମ୍‌। ସିରିଜର ଅନ୍ତିମ ଟେଷ୍ଟ ମ୍ୟାଚ୍‌କୁ ୨୫ ରନ୍‌ରେ ଜିତି ଦଳ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। ଅପରପକ୍ଷେ ଭାରତୀୟ ଟିମ୍‌ ୨୪ ବର୍ଷ ପରେ ନିଜ ଘରେ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି।…

ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ

ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ…

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ। ବର୍ତ୍ତମାନ ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଛି। ଟମ୍ ଲାଥାମ୍ ଏବଂ ରାଚିନ୍…

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା…

ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ ବିଦେଶ…

ଶତକ ମାରି ଚମକାଇ ଦେଲେ ଅଲରାଉଣ୍ଡର, ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ

ମୁମ୍ବାଇ,୨୦ା୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଛି। ନ୍ୟୁଜିଲାଣ୍ଡ ୩୬ ବର୍ଷ ପରେ ଭାରତ ମାଟିରେ ଟେଷ୍ଟ ମ୍ୟାଚରେ…

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଆରମ୍ଭ ହୋଇଥିଲା। ଯେଉଁଠାରେ ଭାରତୀୟ ଦଳ ମାତ୍ର ୪୬ ରନରେ ଆଉଟ୍ ହୋଇଯାଇଛି। ଏହା…

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ ତାଙ୍କ ସରକାର ଭାରତକୁ ପ୍ରକୃତ ପ୍ରମାଣ ଦେଇନାହାଁନ୍ତି। ତେବେ ଏହି ଘଟଣାରେ ଟ୍ରୁଡୋ କହିଛନ୍ତି…

କାନାଡ଼ାର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରି ବଡ ଭୁଲ କରିଛି ଭାରତ: ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ, ୧୬ା୧୦: କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଅଭିଯୋଗ କରିଛନ୍ତି ଯେ, ଭାରତ କାନାଡ଼ାର ସାର୍ବଭୌମତ୍ୱକୁ ଉଲଂଘନ କରି ଏକ ବଡ ଭୁଲ କରିଛି। ଦେଶର ତଦନ୍ତରେ ଭାରତ ହସ୍ତକ୍ଷେ କରିବାକୁ ଚାହୁଁଛି। ଏହାମୃ ମଧ୍ୟରେ ଭାରତରେ ତାଙ୍କ ମାଟିରେ…

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୨୨୧ ରନ କରିଥିବାବେଳେ ବାଂଲାଦେଶ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?