Tag Archives: India

ଚତୁର୍ଥ ଟି୨୦ରେ ଜିମ୍ବାୱେକୁ ହରାଇ ସିରିଜ କବଜା କଲା ଭାରତ

ମୁମ୍ବାଇ,୧୩।୭: ଶନିବାର ହରାରେ ଖେଳାଯାଇଥିବା ଜିମ୍ବାୱେ ବିପକ୍ଷ ଚତୁର୍ଥ ଟି୨୦ ମୁକାବିଲାକୁ ୧୦ ଓ୍ବିକେଟ୍‌ରେ ବିଜୟୀ ହୋଇଛି ଭାରତୀୟ ଟିମ୍। ଏଥି ସହିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜରେ ୩-୧ ର ଅଗ୍ରଣୀ ହାସଲ କରିଛି ଭାରତ। ଟସ୍ ଜିତି ଭାରତୀୟ…

ଆମେରିକାର ବଡ଼ ବୟାନ: ଭାରତ ହିଁ ବନ୍ଦ କରିପାରିବ ରୁଷିଆ-ୟୁକ୍ରେନ ଯୁଦ୍ଧ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପାଇଁ ରୁଷିଆ ଯାଇଥିଲେ। ସେତେବେଳେ ଆମେରିକା ଉଦ୍‌ବେଗ ପ୍ରକାଶ କରିଥିଲା। ମାତ୍ର ଏବେ ଆମେରିକା ଭାରତର ଶକ୍ତିକୁ ମାନିଛି। ଆମେରିକା କହିଛି, ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ…

ତୃତୀୟ ଟି୨୦ ଜିତିଲା ଭାରତ: ୨-୧ରେ ସିରିଜ ଆଗୁଆ

ହରାରେ, ୧୦।୭: ହରାରେ ସ୍ପୋଟର୍‌ସ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ତୃତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୩ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଅଗ୍ରଣୀଲାଭ କରିଛି। ଭାରତ ୨୦ ଓଭରରେ ୪…

ବିଶ୍ୱ ଚାମ୍ପିୟନ ଭାରତକୁ ହରାଇଲା ଜିମ୍ବାୱେ, ଫେଲ୍ ମାରିଲା ଯୁବ ବାହିନୀ

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପରେ ଚାମ୍ପିୟନ ହେବା ପରେ ପ୍ରଥମ ମୁକାବିଲାରେ ଜିମ୍ବାୱେ ନିକଟରୁ ପରାଜୟର ସାମ୍ନା କରିଛି ଭାରତ। ୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ହରାରେ ସ୍ପୋଟର୍‌ସ କ୍ଲବରେ ଖେଳା ଯାଇଥିବା ବେଳେ ଭାରତ ୧୩ ରନ୍‌ରେ ହାରି…

ରୋହିତ-କୋହଲି ଏକାଠି ଗାଇଲେ ‘ମା ତୁଝେ ସଲାମ …’, ଶୁଣି ଲୋମ ଟାଙ୍କୁରି ଉଠିବ

ମୁମ୍ବାଇ,୫।୭: ଟି୨୦ କ୍ରିକେଟ ବିଶ୍ୱକପ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ଭାରତୀୟ ଦଳର ବିଜୟ ପରେଡ୍‌ ହୋଇଥିଲା। ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଳିମାନେ ଡିଜେ ତାଳରେ ଡ୍ୟାନ୍ସ ଦେଖିବାକୁ ମିଳିଥିଲା। ଏହି ସମସ୍ତ ମୁହୂର୍ତ୍ତଗୁଡିକ ଅତ୍ୟନ୍ତ ସ୍ୱତନ୍ତ୍ର ଥିଲା।…

ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ

ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ…

କୋହଲି, ଅକ୍ଷର ସମ୍ମାନ ରଖିଲେ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୧୭୭

ବାର୍ବାଡୋସ, ୨୯।୬: ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲରେ ନିଜର ଦମ୍‌ ଦେଖାଇଛନ୍ତି ବିରାଟ କୋହଲି। ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ସଫଳ ମୁକାବିଲା କରି ସେ ହାସଲ କରିଛନ୍ତି ଅର୍ଦ୍ଧଶତକ। ବିରାଟ ଓ ଅକ୍ଷର ପଟେଲଙ୍କ ପ୍ରଭାବୀ ବ୍ୟାଟିଂ ବଳରେ ଭାରତ ଶନିବାର…

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଉଭୟେ…

ବିଶ଼୍ବସ୍ତରରେ ଭାରତକୁ ବଡ଼ ସଫଳତା, ବଢ଼ିଲା ଶକ୍ତି

ନୂଆଦିଲ୍ଲୀ, ୨୬।୦୬: ଆନ୍ତର୍ଜାତିକ ସ୍ତରରେ ଭାରତକୁ ଏକ ବଡ଼ ସଫଳତା ମିଳିଛି । ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଇବା ତଥା ଅର୍ଥ ହେରଫେର ଭଳି ଘଟଣାରେ ଅଙ୍କୁଶ ଲଗାଉଥିବା ବିଶ଼୍ବ ସ୍ତରର ସଂସ୍ଥା ଫାଇନାନ୍ସିଆଲ୍‌ ଆକ୍ସନ ଟାସ୍କ ଫୋର୍ସ ବା ଏଫ୍‌ଏଟିଏଫ୍‌ ଭାରତକୁ…

୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ ଏହାପୂର୍ବରୁ…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ପରାସ୍ତ…

ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି

ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର ପ୍ରଘଟ ହେଲାଣି। ବୁଧବାର ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?