ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି! ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ ଅଧିକ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ପାକିସ୍ତାନ ପ୍ରାୟତଃ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର ରଚନା…