Indian Airports

ଏମ୍‌ପକ୍ସ ପାଇଁ ଭାରତର ପ୍ରସ୍ତୁତି; ହସ୍ପିଟାଲ, ବିମାନବନ୍ଦରରେ ସତର୍କତା ଜାରି

ନୂଆଦିଲ୍ଲୀ,୧୯ା୮: ଏମ୍‌ପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସତର୍କତାମୂଳକ ପଦକ୍ଷେପ ଆରମ୍ଭ କରିଛି। ହସ୍ପଟାଲଗୁଡ଼ିକରେ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରାଯିବା ସହ ବିମାନବନ୍ଦରଗୁଡ଼ିକରେ ସତର୍କତା ଜାରି ହୋଇଛି।…

1 year ago