LoCରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ...