ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍ ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ ସାଇବର ଆକ୍ରମଣ ଭଳି କାପୁରୁଷୋଚିତ କାର୍ଯ୍ୟ କରାଯାଉଛି। ପାକିସ୍ତାନରୁ ଭାରତୀୟ ସେନା ସହ...