ଭାରତୀୟ ଜ୍ୟୋତିଷ କଲେ ପୁର୍ବାନୁମାନ, ଏହିଦିନ ହେବ ତୃତୀୟ ବିଶ୍ୱଯୁଦ୍ଧ! ନୂଆଦିଲ୍ଲୀ,୨୩।୫: ତୃତୀୟ ବିଶ୍ୱଯୁଦ୍ଧର ଚର୍ଚ୍ଚା ଅନେକ ଦଶନ୍ଧି ଧରି କଳ୍ପନା ଏବଂ ବିତର୍କର ବିଷୟ ହୋଇଆସୁଛି। ପ୍ରଥମ ଦୁଇଟି ବିଶ୍ୱଯୁଦ୍ଧର ଘାତକ ପ୍ରଭାବ ବିଶ୍ୱର ସ୍ମୃତିରେ ରହିଆସିଛି, ଅନ୍ୟ ଏକ ବଡ଼ ଧରଣର ବିବାଦର ଫଳାଫଳ ଉଭୟ ଭୟାନକ ଏବଂ...