କୁନି ଝିଅ ସ୍ୱସ୍ତିକାଙ୍କ କମାଲ: ୩୨ଟି ବିଭାଗରେ ଦକ୍ଷତା ପ୍ରଦର୍ଶନ, ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡରେ ପାଇଲେ ସ୍ଥାନ
ହାଟଡିହୀ/ଛେନାପଦୀ,୫ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ମାତ୍ର ୪ ବର୍ଷର କୁନି ଝିଅ ସ୍ୱସ୍ତିକା ରାଉତ ୨୦ ପ୍ରକାର ଯୋଗାସନ ସମେତ ୩୨ରୁ ଊର୍ଦ୍ଧ୍ୱ ବିଭାଗରେ ନିଜର ଅସାଧାରଣ ଦକ୍ଷତା ପ୍ରଦର୍ଶନ କରି ‘ଇଣ୍ଡିଆନ୍ ବୁକ୍…

