Tag Archives: INDIAN CRICKET TEAM

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି ପର୍ଯ୍ୟନ୍ତ ସବୁକିଛି ଉପରେ କଡ଼ା ନଜର ରଖାଯାଇଛି। ଏହି ସମୟରେ ମଙ୍ଗଳବାର ଦଳର…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି। ସୋସିଆଲ ମିଡିଆ ମାଧ୍ୟମରେ ସେ ଘୋଷଣା କରିଛନ୍ତି, ସେ ଆଇନଗତ ପ୍ରକ୍ରିୟା ପରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯ ରନ୍‌ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହାକୁ ମିଶାଇ ଭାରତ ୬ଷ୍ଠ ଥରଲାଗି…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ ବାଦ ଦିଆଯାଇଛି। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ଶୁକ୍ରବାର ଏହା ନିଶ୍ଚିତ…

କୋହଲି ଜଣେ ଅହଂକାରୀ କି….ରାହାଣେ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୩।୧: ଭାରତୀୟ ଦଳର ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଅଧିନାୟିତକତ୍ୱ ସମୟ ଉପ-ଅଧିନାୟକ ଭାବରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଥିବା ଅଜିଙ୍କ୍ୟ ରାହାଣେ ଏକ ବଡ଼ ଖୁଲାସା କରିଛନ୍ତି। ସେ କୋହଲିଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। କୋହଲିଙ୍କ…

ଭାରତର ଐତିହାସିକ ବିଜୟ: ଗିଲ୍‌ଙ୍କ ଅଧିନାୟିକତ୍ୱରେ ପ୍ରଥମଥର ଘଟିଲା ଏମିତି…

ନୂଆଦିଲ୍ଲୀ,୧୪।୧୦: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ୱେଷ୍ଟଇଣ୍ଡିଜକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ ସିରିଜକୁ ୨-୦ରେ ଜିତିଛି। ଦ୍ୱିତୀୟ ଇନିଂସ୍‌ରେ, ଭାରତ ସମ୍ମୁଖରେ ୧୨୧ ରନ୍‌ର ଲକ୍ଷ୍ୟ ରଖାଯାଇଥିଲା, ଯାହାକୁ…

ସାମ୍ନାକୁ ଆସିଲା ଟ୍ରଫି ବିବାଦର ସତ! ଡ୍ରେସିଂରୁମ୍‌ରେ ନକଭି କରୁଥିଲେ…

asia cupଦୁବାଇ,୨।୧୦: ଚଳିତ ବର୍ଷର ଏସିଆ କପ ଟୁର୍ଣ୍ଣାମେଣ୍ଟ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି। ଟୁର୍ନାମେଣ୍ଟ ସମୟରେ, ପାକିସ୍ତାନୀ ଖେଳାଳିମାନେ ପଡ଼ିଆରେ କେବଳ ଅପମାନଜନକ ଭାଷା ବ୍ୟବହାର କରିନଥିଲେ, ବରଂ 6-0 ଇଙ୍ଗିତ କରି ଏକ ଯୁଦ୍ଧ ବିମାନକୁ ଖସାଇ ଦେବା…

ବିଜୟ ସତ୍ତ୍ୱେ ତୃତୀୟ ଟେଷ୍ଟରୁ ବିଦା ହେବେ ଏହି ଖେଳାଳି: ଗିଲ୍‌ ଦେଲେ ସଙ୍କେତ

ବର୍ମିଂହାମ,୭।୭:ଏଜବାଷ୍ଟନରେ ବିଜୟୀ ହେବା ସତ୍ତ୍ୱେ, ଭାରତର ପ୍ଲେଇଂ ୧୧ରେ ଗୋଟିଏ ପରିବର୍ତ୍ତନ ନିଶ୍ଚିତ ହୋଇଛି। କାରଣ ଶୁବମନ ଗିଲ ନିଶ୍ଚିତ କରିଛନ୍ତି ଯେ, ଜସପ୍ରିତ ବୁମରା ଲର୍ଡସରେ ଖେଳିବେ। ବୁମରା ଦ୍ୱିତୀୟ ଟେଷ୍ଟରେ ଖେଳି ନ ଥିଲେ, ତାଙ୍କ ସ୍ଥାନରେ ଆକାଶ…

ହୃଦ୍‌ଘାତରେ ଚାଲିଗଲା ଭାରତୀୟ କ୍ରିକେଟର୍‌ଙ୍କ ଜୀବନ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୨୪।୬: ପୂର୍ବତନ ଭାରତୀୟ କ୍ରିକେଟର ଦିଲୀପ ଦୋଷୀଙ୍କ ଦେହାନ୍ତ ହୋଇଛି। ଦିଲୀପ ଲଣ୍ଡନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ବହୁ ଦଶନ୍ଧି ଧରି ଲଣ୍ଡନରେ ରହୁଥିଲେ। ତାଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା। ସେ ୩୨ ବର୍ଷ ବୟସରେ ଟେଷ୍ଟ କ୍ରିକେଟରେ…

ହଠାତ୍‌ କ୍ରିକେଟ୍‌ର ସବୁ ଫର୍ମାଟ୍‌ରୁ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୬।୬: ଭାରତୀୟ କ୍ରିକେଟର ପୀୟୁଷ ଚାୱଲା ସମସ୍ତ ଫର୍ମାଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଗତ ବର୍ଷ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିଥିଲେ। ସେ IPL 2025 ନିଲାମରେ ମଧ୍ୟ ନିଜର ନାମ ଦେଇଥିଲେ କିନ୍ତୁ ବିକ୍ରି ହୋଇ ନ…

ନୂଆ କିଟ୍‌ ପିନ୍ଧି ଇଂଲଣ୍ଡ ଗସ୍ତରେ ବାହାରିଲା ଟିମ୍‌ଇଣ୍ଡିଆ

ମୁମ୍ବାଇ,୬।୬: ଭାରତୀୟ କ୍ରିକେଟ ଦଳ ଆଜି ସକାଳେ ଇଂଲଣ୍ଡ ଗସ୍ତ ପାଇଁ ଇଂଲଣ୍ଡ ଯାତ୍ରା ଆରମ୍ଭ କରିଛି। ମୁମ୍ବାଇରୁ ଯାଇଥିବା ଟିମ୍‌ ଇଣ୍ଡିଆ ନୂଆ କିଟ୍‌ରେ ନଜର ଆସିଥିଲା। ରୋହିତ-ବିରାଟଙ୍କ ଅବସର ପରେ ଶୁବମନ ଗିଲଙ୍କ ଅଧିନାୟକତ୍ୱରେ ଏହା ଦଳର ପ୍ରଥମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri