ଟିମ୍ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର
ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ କରିଥିଲା, ସେହି ପିଚ୍ରେ ଭାରତୀୟ ଦଳ ମାତ୍ର ୮୯ ରନ୍ରେ ଅଲଆଉଟ ହୋଇଯାଇଥିଲା।…
ୱିଲ ୟଙ୍ଗଙ୍କ ଜବରଦସ୍ତ ଶତକ: ଭାରତକୁ ବିଶାଳ ଟାର୍ଗେଟ୍ ଦେଲା ନ୍ୟୁଜିଲାଣ୍ଡ
ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ୍ରେ ଟିମ ଇଣ୍ଡିଆ ସମ୍ମୁଖରେ ୩୩୪ ରନ୍ର ବିଜୟ ଲକ୍ଷ୍ୟ ରହିଛି। ଗୋଟିଏ ସମୟରେ ନ୍ୟୁଜିଲାଣ୍ଡ ୩୫୦ରୁ ୩୬୦ ରନ୍ର ବଡ଼ ସ୍କୋର ଆଡ଼କୁ ଅଗ୍ରସର ହେଉଥିଲା। କିନ୍ତୁ ଶେଷ…
କିଏ ଭାଙ୍ଗିବେ ସଚିନଙ୍କ ୧୦୦ ଶତକ ରେକର୍ଡ: ରେସ୍ରେ ସବୁଠୁ ଆଗରେ ଅଛନ୍ତି…
ନୂଆଦିଲ୍ଲୀ,୧୦।୧୧:କ୍ରିକେଟ ଜଗତରେ ଏବେ ପୁଣି ଚର୍ଚ୍ଚାରେ ବିରାଟ କୋହଲି ଓ ସଚିନ ତେନ୍ଦୁଲକରଙ୍କ ରେକର୍ଡ। ଗତ ୧୬ଟି ଦିନିକିଆ ଇନିଂସରେ ୪ଟି ଶତକ ହାସଲ କରିଛନ୍ତି କୋହଲି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ତାଙ୍କର ୭୪ ରନ୍ର ଦମଦାର ଇନିଂସ ପୁଣିଥରେ…
ନ୍ୟୁଜିଲାଣ୍ଡ ମାଟିରେ ଇତିହାସ ରଚିଲେ ଗୁରନୁର: କଲେ ଏମିତି କାରନାମା
ୱେଲିଂଟନ,୭।୧୧: ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହୋଇଛି ନ୍ୟୁଜିଲାଣ୍ଡ। ଶନିବାର ଖେଳାଯାଉଥିବା ଏହି ମ୍ୟାଚ୍ରେ ଭାରତ ଘରୋଇ ଦଳକୁ ମାତ୍ର ୧୩୪ ରନ୍ରେ ଅଲଆଉଟ କରିଦେଇଛି। ନ୍ୟୁଜିଲାଣ୍ଡ ଦଳ ୪୧ ଓଭରରେ ସମସ୍ତ ଉଇକେଟ…
ମହମ୍ମଦ ଶାମି ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍: ଜାଣନ୍ତୁ କେତେ କୋଟିର ମାଲିକ ଏହି ଷ୍ଟାର୍ ପେସର୍
ନୂଆଦିଲ୍ଲୀ,୭।୧୧:ଭାରତୀୟ କ୍ରିକେଟ୍ର ଅନ୍ୟତମ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ଦୀର୍ଘ ଦିନ ଧରି ଭାରତୀୟ ଟେଷ୍ଟ ଦଳକୁ ଫେରିବା ପାଇଁ ଉଦ୍ୟମ କରୁଥିବା ଶାମି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକରେ ଏକ ଲମ୍ବା…
ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ
ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ ବୋଲର ମହମ୍ମଦ ସିରାଜଙ୍କୁ ପ୍ରଥମ ଦୁଇଟି ଦିନିକିଆରେ ସୁଯୋଗ ମିଳିନାହିଁ। ତାଙ୍କ ସ୍ଥାନରେ…
ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…
ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇବା ସହ…
ରହସ୍ୟ ଉପରୁ ପରଦା ଉଠାଇଲେ ଶୁବମନ ଗିଲ: ୨୦୨୭ ବିଶ୍ୱକପ୍କୁ ପୂର୍ବରୁ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୪।୧୧: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଇଡେନ ପାର୍କରେ ଖେଳାଯାଉଛି। ଏହି ସିରିକୁ ନେଇ ଭାରତୀୟ ଅଧିନାୟକ ଶୁବମନ ଗିଲ ବଡ଼…
ନ୍ୟୁଜିଲାଣ୍ଡ ବିପକ୍ଷରେ ରୋହିତ ଶର୍ମାଙ୍କ ନଜରରେ ୪ ଐତିହାସିକ ରେକର୍ଡ: ହାତରେ ରହିଛି ସୁବର୍ଣ୍ଣ ସୁଯୋଗ
ନୂଆଦିଲ୍ଲୀ,୩।୧୧: ନଭେମ୍ବର ୪ରୁ ଆରମ୍ଭ ହେବ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ। ଏହି ସିରିଜ୍ରେ ଭାରତୀୟ ଦଳର ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିବ। ନିଜର ଦମ୍ଦାର ଫର୍ମ ସହ ମଇଦାନକୁ ଓହ୍ଲାଇବାକୁ ଯାଉଥିବା…
ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ
ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ ନୂଆ ବିବାଦ ଦେଖାଦେଇଛି। ବିସିସିଆଇ (BCCI) ଜାପାନରେ ଭାରତୀୟ କ୍ରିକେଟରମାନଙ୍କ ରହିବା ପାଇଁ…
ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୨୧ ରନ କରିଥିଲା।…
ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି
ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି ପର୍ଯ୍ୟନ୍ତ ସବୁକିଛି ଉପରେ କଡ଼ା ନଜର ରଖାଯାଇଛି। ଏହି ସମୟରେ ମଙ୍ଗଳବାର ଦଳର…

