ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ବ୍ୟବହାରକାରୀମାନଙ୍କୁ...