‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି ଅଡିଓରେ, ମାସୁଦ ଆଝାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ୧୯୯୦...