୨୦୨୫ରେ ଭାରତର ଏହି ରାଜ୍ୟରେ ବିକ୍ରି ହେଲା ସବୁଠୁ ଅଧିକ ମଦ, ଓଡ଼ିଶାରେ ଆଖିଦୃଶିଆ ଅଭିବୃଦ୍ଧି ମୁମ୍ବାଇ,୨୮ା୯: ଭାରତରେ ନିର୍ମିତ ବିଦେଶୀ ମଦ (IMFL) ବିକ୍ରିରେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକ ଆଧିପତ୍ୟ ବଜାୟ ରଖିଛନ୍ତି। ଅର୍ଥନୈତିକ ବର୍ଷ ୨୦୨୫ (FY25)ରେ ଦକ୍ଷିଣ ଭାରତ ସମୁଦାୟ ଦେଶୀୟ ଆୟର ୫୮% ଅଂଶ ଅର୍ଜନ କରିଛି, ଯେଉଁଥିରେ କର୍ଣ୍ଣାଟକ ୧୭%...