ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି। ଏହି ଜାହାଜଗୁଡ଼ିକ ମୋଟ ୯୪ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଗତି…