ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍, ହଠାତ୍ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି… ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ ଜୟପୁର ସଦର ଥାନା ଅଧିନ ମାଳୀଗୁଡ଼ା…