ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା
ନୂଆଦିଲ୍ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ ଛଠ ପୂଜା ସମୟରେ ବହୁ ସଂଖ୍ୟାରେ ଲୋକ ନିଜ ନିଜ ଗାଁ ଓ…
ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…
RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….
ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା ଯେ RAC ଟିକେଟ୍ରେ ଯାତ୍ରା କଲେ ସେମାନଙ୍କୁ ବେଡରୋଲ (ଚାଦର, କମ୍ବଳ ଇତ୍ୟାଦି)…
ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!
ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ ୟୁନିଫର୍ମରେ ଏକ କ୍ୟାମେରା ପିନ୍ଧିବେ। କୌଣସି ଯୁକ୍ତି କିମ୍ବା ବିବାଦ ହେଲେ, କିଏ…
ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…
ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍କୁ ଗୋଟିଏ ଟ୍ରେନରେ ଯାତ୍ରା କରାଇବାର ଥାଉ, ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ସମସ୍ତଙ୍କ ପାଇଁ ଏକ…
ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍
ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍ ଦଣ୍ଡ ମଧ୍ୟ ଭୋଗିବାକୁ ପଡିପାରେ ।ଯାତ୍ରୀମାନଙ୍କ ସୁବିଧା ସୁନିଶ୍ଚିତ କରିବା ଏବଂ ସେମାନଙ୍କୁ…
ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..
ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ ରିଫଣ୍ଡ ପାଇବେ ନାହିଁ । ବରଂ ରିଫଣ୍ଡ ସମୟକୁ ଆଧାର କରି ରିଫଣ୍ଡ…
ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍ କମାଇଲା…
ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ (ରେଲ ନୀର)ର ମୂଲ୍ୟ କମାଇ ଦିଆଯାଇଛି। ଏହାଦ୍ୱାରା ଯାତ୍ରୀଙ୍କ ପକେଟ ଉପରେ ବୋଝ କମିବ…
ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…
ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ ମଧ୍ୟ ବହୁତ ଅସୁବିଧା ସୃଷ୍ଟି କରିପାରେ । ନିକଟରେ ଭାରତୀୟ ରେଳବାଇ ଟ୍ରେନରେ ଲଗେଜ…
ବନ୍ଦେ ଭାରତ ଟ୍ରେନ ପାଇଁ ଆସିଲା ନୂଆ ନିୟମ, ଟିକେଟ୍ ବାତିଲ କଲେ କଟିଯିବ…
ନୂଆଦିଲ୍ଲୀ,୧୮ା୧: ବନ୍ଦେ ଭାରତ ଏକ୍ସପ୍ରେସର ଅପାର ସଫଳତା ପରେ, ଦେଶକୁ ଏବେ ପ୍ରଥମ “ବନ୍ଦେ ଭାରତ ସ୍ଲିପର” ଟ୍ରେନର ଉପହାର ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଓ୍ବଡା ଏବଂ କାମାଖ୍ୟା (ଗୌହାଟି) ମଧ୍ୟରେ ଚାଲୁଥିବା ଏହି ପ୍ରଥମ ସ୍ଲିପର ଟ୍ରେନକୁ ନିକଟରେ…
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଭାରତୀୟ ରେଳବାଇ ରିଜର୍ଭେସନ ଚାର୍ଟ…

