ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…