ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର ପରିଚୟ ଦେଇଛନ୍ତି। ଉତ୍ତର ପ୍ରଦେଶ ସୀତାପୁର ଜିଲାର ମୂଳ ବାସିନ୍ଦା ତଥା ୨୪…