ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି
ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର ସରକାରଙ୍କ ଅନୁଯାୟୀ, ଶନିବାର ସା ୬ଟା ସୁଦ୍ଧା ୧୬ ଜଣଙ୍କ ମୃତ୍ୟୁ ନିଶ୍ଚିତ…
ରୁଷିଆରେ ୟୁକ୍ରେନ୍ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ
ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍ ରବିବାର ଜୋର୍ଦାର ଡ୍ରୋନ୍ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଛନ୍ତି। ମସ୍କୋ ଉପକଣ୍ଠ ଖିମ୍କିଠାରେ ୟୁକ୍ରେନ୍ର ଡ୍ରୋନ୍ ମାଡ଼ରେ ଏକ ଘର ଜଳିଯାଉଥିବା…

