CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର ମାତ୍ର କିଛି ସମୟ ପରେ ହର୍ଷ ସିଂହ ମଧ୍ୟ ଭାରତ ପାଇଁ ଆଉ…