ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ ସୁନା ଦର କ୍ରମାଗତ ଭାବେ ବୃଦ୍ଧି ପାଇ ଏକ ନୂଆ ଉଚ୍ଚତା ଅତିକ୍ରମ...