ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଭାରତରେ ସକ୍ରିୟ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୯୫ କୋଟି ଟପିଛି। ଭାରତର ମୋଟ…