ଗତ ୭ ବର୍ଷରେ ୨୨୬ ମିଲିୟନ ଭାରତୀୟ ଦାରିଦ୍ର୍ୟରୁ ମୁକ୍ତ: ବିଶ୍ୱ ବ୍ୟାଙ୍କ ରିପୋର୍ଟ ନୂଆଦିଲ୍ଲୀ,୮ା୬: ଭାରତ ଗତ ୭ ବର୍ଷ ମଧ୍ୟରେ ଦାରିଦ୍ର୍ୟ ନିର୍ମୂଳନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ବିଶ୍ୱ ବ୍ୟାଙ୍କର ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ୨୦୧୫-୧୬ ରୁ ୨୦୨୨-୨୩ ମଧ୍ୟରେ ପ୍ରାୟ ୨୨୬ ମିଲିୟନ ଭାରତୀୟ ଅତି ଦାରିଦ୍ର୍ୟରୁ...