ପୁଣି ଝାରସୁଗୁଡ଼ାରୁ ସେବା ଆରମ୍ଭ କଲା ଇଣ୍ଡିଗୋ ଭୁବନେଶ୍ୱର,୧୬ା୫: ବୁଧବାର ଇଣ୍ଡିଗୋ ଏୟାର ଲାଇନ ଝାରସୁଗୁଡା ଏବଂ ଦିଲ୍ଲୀ ମଧ୍ୟରେ ଏହାର ସେବା ଆରମ୍ଭ ପୁନର୍ବାର କରିଛି। ଅପରାହ୍ନ ୩ ଟା ୨୦ ମିନିଟରେ ବିମାନ ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫ଟା ୧୫ ମିନିଟରେ ଝାରସୁଗୁଡା ବୀର ସୁରେନ୍ଦ୍ର...