ଇଣ୍ଡିଗୋ ବିମାନ ସଙ୍କଟ: ପାଇଲଟଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ,୫।୧୨: ଦେଶର ସର୍ବବୃହତ୍ ବଜେଟ୍ ବିମାନସେବା ଇଣ୍ଡିଗୋ ରେ ଲଗାତାର ତୃତୀୟ ଦିନ ପାଇଁ ବିମାନ ଚଳାଚଳ ବାଧାପ୍ରାପ୍ତ ହେବା ପରେ, ବିମାନ ଚଳାଚଳ ନିୟାମକ (DGCA) ନୂତନ କ୍ରୁ ରୋଷ୍ଟରିଂ ନିୟମର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥାକୁ ପ୍ରତ୍ୟାହାର କରି...