ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବି ଥିଲେ। ବିମାନରେ ହୋଇଥିବା ବିଭିନ୍ନ ସମସ୍ୟା ନେଇ...