ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି…. ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ ଜାରି କରାଯାଇଛି । ଏହି ଭୂମିକମ୍ପ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି…