ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ ମୃତଦେହ ଏବଂ ଭଗ୍ନାବଶେଷ ଉଦ୍ଧାର ପାଇଁ କାର୍ଯ୍ୟ କରୁଛନ୍ତି। ଇଣ୍ଡୋନେସିଆର ଉଦ୍ଧାରକାରୀ ସଂସ୍ଥାର…