ମୌସୁମୀ ଅପେକ୍ଷାରେ ଇନ୍ଦ୍ରାବତୀ ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଚାଷୀ ଉପର ଇନ୍ଦ୍ରାବତୀ ବିଦ୍ୟୁତ୍ ପ୍ରକଳ୍ପ ଉପରେ ନିର୍ଭରଶୀଳ। ଏହି ପ୍ରକଳ୍ପ ହେବା ଦ୍ୱାରା ଶହ ଶହ ହେକ୍ଟର ଚାଷ ଜମିରେ ଜଳସେଚନ ହେବା ସହ ୬୦୦ ମେଗାୱାଟ ପର୍ଯ୍ୟନ୍ତ ବିଦ୍ୟୁତ୍ଶକ୍ତି ଉତ୍ପାଦନ...