ପୂର୍ବତନ ଡିଏସ୍ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟଙ୍କ ବିବାହ ସମୟର ଫଟୋ ସାମ୍ନାକୁ ଆସିଛି। ଜୟପୁରର ଏକ ପ୍ରମୁଖ ହୋଟେଲରେ…