ଚେନ୍ନାଇ,୧୯।୧୨: ତାମିଲନାଡୁରେ ପ୍ରବଳ ବର୍ଷା କାରଣରୁ ପ୍ରାୟ ଚାରି ଜିଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ଫସିଥିବା ଲୋକମାନଙ୍କୁ ଉଦ୍ଧାର ପାଇଁ ଭାରତୀୟ ସେନା ନିୟୋଜିତ…