ନଭେମ୍ବର ମାସରେ ମହଙ୍ଗା ହେଲା ନିରାମିଷ ଥାଳି, ବାଲାନ୍ସ ବିଗାଡିଲେ ଆଳୁ ଟମାଟର ନୂଆଦିଲ୍ଲୀ,୫ା୧୨: ଟମାଟୋ ଏବଂ ଆଳୁର ମୂଲ୍ୟରେ ବୃଦ୍ଧି ହେତୁ ଘରୋଇ ଶାକାହାରୀ ଥାଳି ନଭେମ୍ବର ମାସରେ ଏକ ବର୍ଷ ପୂର୍ବ ତୁଳନାରେ ସାତ ପ୍ରତିଶତ ମହଙ୍ଗା ହୋଇଛି। ରେଟିଂ ଏଜେନ୍ସି ସିଆରଆଇଏସଆଇଏଲ’ର ମାସିକ ‘ରୁଟି ଚାଉଳ ହାର’ ରିପୋର୍ଟରେ କୁହାଯାଇଛି...