କର୍ମଚାରୀଙ୍କୁ ମାସକୁ ୧୦ ଦିନ ଅଫିସରୁ କାମ କରିବାକୁ କହିଲା ଇନ୍ଫୋସିସ୍ ନୂଆଦିଲ୍ଲୀ,୧।୧୧: ପ୍ରମୁଖ ଆଇଟି କମ୍ପାନୀ ଇନ୍ଫୋସିସ୍ ନିଜର କର୍ମଚାରୀମାନଙ୍କୁ ପ୍ରତିମାସରେ ଅତି କମ୍ରେ ୧୦ ଦିନ ଅଫିସରୁ କାମ କରିବାକୁ କହିଛି। ଏହାକୁ କମ୍ପାନୀର କାର୍ଯ୍ୟ ନୀତିରେ ବଡ଼ ପରିବର୍ତ୍ତନ ବୋଲି କୁହାଯାଉଛି। ତେବେ ଏଭଳି ପଦକ୍ଷେପ କମ୍ପାନୀର ହାଇବ୍ରିଡ୍...