ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି। ବ୍ଲକରେ ୧୦ ହଜାର ମେଟ୍ରିକ ଟନ୍ କ୍ଷମତା ବିଶିଷ୍ଟ ରାଜ୍ୟର ସର୍ବବୃହତ୍ ‘ଚକାଡୋଳା’ ଶୀତଳଭଣ୍ଡାର…