ଇତିହାସ ରଚିଲା ସେୟାର ବଜାରର, ପ୍ରଥମ ଥର ରେକର୍ଡ ଉଚ୍ଚ ସ୍ତରରେ ନିଫ୍ଟି, ସେନସେକ୍ସ ମୁମ୍ବାଇ,୫।୧୨: ମଙ୍ଗଳବାର କ୍ରମାଗତ ଷଷ୍ଠ ଦିନ ପାଇଁ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖିବାକୁ ମିଳିଛି। ଦୁଇ ଭାରତୀୟ ଇଣ୍ଡେକ୍ସ ଏହି ସମୟରେ ନୂଆ ଉଚ୍ଚତା ଛୁଇଁଛନ୍ତି। ବିଏସଇ ସେନସେକ୍ସ ୪୩୧ ପଏଣ୍ଟ ବୃଦ୍ଧି ପାଇଁ ୬୯,୨୯୬ ରେ ବନ୍ଦ ହୋଇଛି,...