ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଯୁବଗୋଷ୍ଠୀ ଅଭିନବ ଉପାୟରେ ଏହି ଛୋଟ ବଡ଼ ଦୁର୍ଘଟଣା ରୋକିବାକୁ ପ୍ରୟାସ…