ପୋକା ପନିପରିବା ଓ କୀଟନାଶକ ପାଠକ ବନ୍ଧୁ ! ବର୍ତ୍ତମାନ ପନିପରିବାରେ ମାତ୍ରାଧିକ କୀଟନାଶକ ପ୍ରୟୋଗ ଆମ ସମସ୍ତଙ୍କ ସାସ୍ଥ୍ୟକୁ ନଷ୍ଟ କରିବାରେ ଲାଗିଛି। କୀଟନାଶକ ପ୍ରୟୋଗ ହୋଇ ନ ଥିବା ଅବା କୀଟନାଶକଶୂନ୍ୟ ପନିପରିବା ବଜାରରୁ ଚିହ୍ନି କିଣିବା ଖାଉଟିଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି...