ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା'ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…