ମହାନଦୀରେ ଏକାଧିକ ବ୍ୟାରେଜ, ଚେକଡ୍ୟାମ କରିବେ ଓଡିଶା ସରକାର ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ମହାନଦୀର ତଳମୁହାଁ ଅଞ୍ଚଳରେ ପାନୀୟ ଜଳ ଓ ଜଳସେଚନ ସୁବିଧା ଯୋଗାଇବା ପାଇଁ ୧୭ଟି ଚେକଡ୍ୟାମ, ୧୫ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଏବଂ ୪୪ଟି ବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ...