ବେପରୁଆ ଗାଡ଼ି ଚଳାଇଲେ ମିଳିବ ନାହିଁ ବୀମା କ୍ଷତିପୂରଣ, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାଏମ ରଖିଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୩।୭: ଏହି ଖବର ଟ୍ରାଫିକ ନିୟମ ଭଙ୍ଗ କରୁଥିବା ଏବଂ ବେପରୁଆ ଭାବରେ ଗାଡି ଚଲାଉଥିବା କିମ୍ବା ରାସ୍ତାରେ ଷ୍ଟଣ୍ଟ କରୁଥିବା ଲୋକଙ୍କ ପାଇଁ ଏକ ଚେତାବନୀ ପରି। ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଯେଉଁ କ୍ଷେତ୍ରରେ ଡ୍ରାଇଭରଙ୍କ ଭୁଲ...