ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା… କଟକ,୧୬।୮: ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ ନେବା ପରେ ଡିଜିପି ମିଶ୍ର ପ୍ରତିକ୍ରିୟାରେ ୪ଟି ବିନ୍ଦୁ ଉପରେ ଗୁରୁତ୍ୱ ଦେବାକୁ…