ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ
ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ସେ ନିଜର ଏହି ନିଷ୍ପତ୍ତି ଜଣାଇଛନ୍ତି। ନଭେମ୍ବର…

